ଜୁଲାଇ ୧୬ ପର୍ଯ୍ୟନ୍ତ ବଢିଲା ଆଂଶିକ ଲକଡାଉନ, ଉପକୂଳବର୍ତ୍ତୀ ୧୦ ଜିଲ୍ଲାରେ ସକାଳ ୬ରୁ ଦିନ ୨ଟା ପର୍ଯ୍ୟନ୍ତ କଟକଣା
ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ ହାର ଆଶାନୁରୂପ ଭାବେ କମୁନଥିବାରୁ ରାଜ୍ୟ ସରକାର ଆଜି ଆଂଶିକ ଲକଡାଉନକୁ ଆସନ୍ତା ଜୁଲାଇ ୧୬ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଘୋଷଣା କରିଛନ୍ତି। ସଂକ୍ରମଣ ହାର ଅନୁସାରେ ରାଜ୍ୟର ଜିଲ୍ଲାଗୁଡ଼ିକୁ ଦୁଇଟି ଭାଗରେ…