ମନମ ଫାଉଣ୍ଡେସନ ଆନ୍ଧ୍ର ପ୍ରଦେଶ ପକ୍ଷରୁ ସାମାଜ ରେ ଶାନ୍ତି ଖୁସି ବଣ୍ଟନ ଓ ସମାଜ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଜୟ ମା ଭବାନୀ ଚାରିଟେବୁଲ ଟ୍ରଷ୍ଟର ସମ୍ପାଦକ ଡ ନାରାୟଣ ମହାପାତ୍ର ଙ୍କୁ ଆନ୍ତର୍ଜାତୀୟ ଶାନ୍ତି ସମ୍ମାନ 2023 ଉପାଧି ପ୍ରଦାନ

ମନମ ଫାଉଣ୍ଡେସନ ଆନ୍ଧ୍ର ପ୍ରଦେଶ ପକ୍ଷରୁ ସାମାଜ ରେ ଶାନ୍ତି ଖୁସି ବଣ୍ଟନ ଓ ସମାଜ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଜୟ ମା ଭବାନୀ ଚାରିଟେବୁଲ ଟ୍ରଷ୍ଟର ସମ୍ପାଦକ ଡ ନାରାୟଣ ମହାପାତ୍ର ଙ୍କୁ ଆନ୍ତର୍ଜାତୀୟ ଶାନ୍ତି ସମ୍ମାନ 2023 ଉପାଧି ପ୍ରଦାନ କରିଛନ୍ତି, ଟ୍ରଷ୍ଟ ପକ୍ଷରୁ ସମାଜ ରେ ଅବହେଳିତ ବୃଦ୍ଧ ବାପା ମା ଓ ଅବହେଳିତ ଛୋଟ ପିଲାମାନଙ୍କ ପାଖରେ ପହଞ୍ଚି ସେମାନଙ୍କୁ କିଛି ସମୟ ଖୁସି ଓ ଶାନ୍ତି ବାଣ୍ଟୁ ଥିବାରୁ ଏହି ସମ୍ମାନ ପ୍ରଦାନ କରଯାଇଛି, ପୂର୍ବରୁ ମଧ୍ୟ ବହୁ ଜାତୀୟ ଓ ଅର୍ନ୍ତଜାତୀୟ ଅନୁଷ୍ଠାନ ପକ୍ଷରୁ ମଧ୍ୟ ଡ ନାରାୟଣ ମହାପାତ୍ର ଙ୍କୁ ସମାଜସେବା କ୍ଷେତ୍ର ରେ ସମ୍ମାନସୂଚକ ହ୍ୟୁମ୍ୟାନଟେରିଆନ ଉପାଧି ପ୍ରଦାନ କରିଛନ୍ତି, ଏହା ଆମର ସେବା କାର୍ଯ୍ୟ କୁ ପ୍ରେରଣା ଦେବା ସହ ଅନୁଷ୍ଠାନକୁ ଆହୁରି ଆଗେଇ ନେବାକୁ ସାହାଯ୍ୟ କରିବ,, ଏହି ଆନ୍ତର୍ଜାତୀୟ ଅନୁଷ୍ଠାନର ପ୍ରତିଷ୍ଠାତା ସଦସ୍ୟ ମାନଙ୍କୁ ଆମେ ବହୁତ ବହୁତ ଧନ୍ୟବା ଦଜଣାଉଛୁ, ଜୟ ମା ଭବାନୀ ଚାରିଟେବୁଲ ଟ୍ରଷ୍ଟ ଭୁବନେଶ୍ୱର ଓଡିଶା

Leave a Reply

Your email address will not be published. Required fields are marked *