ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ଦେହାନ୍ତ..

ଭୁବନେଶ୍ୱର : ପୂର୍ବତନ ବାଚସ୍ପତି ତଥା ବିଜେଡିର ବରିଷ୍ଠ ନେତା ମହେଶ୍ୱର ମହାନ୍ତିଙ୍କ ଦେହାନ୍ତ। ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଚିକିତ୍ସାଧିନ ଅବସ୍ଥାରେ  ଦେହାନ୍ତ ହୋଇଛି।  ଏହି ସମୟରେ ତାଙ୍କ ଦୁଇପୁଅଙ୍କ ସହ ଆତ୍ମିୟ ସ୍ୱଜନ ମାନେ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *