ଏଇଟା ଆମ ବିଲ୍’, ମହିଳା ସଂରକ୍ଷଣ ବିଲ୍ ଉପରେ କହିଲେ ସୋନିଆ ଗାନ୍ଧି

ନୂଆଦିଲ୍ଲୀ: ଆଜି ଲୋକସଭାରେ ମହିଳା ସଂରକ୍ଷଣ ବିଲ୍ “ ନାରୀ ଶକ୍ତି ବନ୍ଦନା ବିଲ୍” ଆଗତ ହୋଇଛି। ସଂସଦର ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଦିନର କାର୍ଯ୍ୟ ନୂଆ ସଂସଦ ଭବନରେ ଆରମ୍ଭ ହୋଇଛି । […]

୭୩ ବର୍ଷରେ ପାଦ ଦେଲେ ପ୍ରଧାନମନ୍ତ୍ରୀ, ଜନ୍ମଦିନ ଅବସରରେ ଆଜି ଆରମ୍ଭ ହେବ ବିଶ୍ବକର୍ମା ଯୋଜନା

ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୩ ତମ ଜନ୍ମ ଦିନ। ଆଉ ତାଙ୍କ ଜନ୍ମ ଦିନ ଅବସରରେ ଦେଶରେ ଆରମ୍ଭ ହେବ ବିଶ୍ବକର୍ମା ଯୋଜନା। ନରେନ୍ଦ୍ର ମୋଦି ଏକବିଂଶ ଶତାବ୍ଦୀ ଭାରତର […]

ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ : ଦେଶରୁ ପରିବାରବାଦକୁ ହଟାଇବାକୁ ଦେଲେ ଗୁରୁତ୍ୱ

ଲାଲକିଲ୍ଲାରେ ଦେଶବାସୀଙ୍କୁ ସମ୍ବୋଧନ କରିବା କ୍ରମରେ ପରିବାରବାଦ ପ୍ରସଙ୍ଗ ଉଠାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । କହିଲେ ‘ପରିବାରବାଦ ଦେଶର ଅଧିକାର ଛଡେଇ ନେଇଛି । ଦେଶକୁ ଦୃଢ କରିବାକୁ ହେଲେ ଦେଶକୁ ପରିବାରବାଦରୁ […]

୧୬ରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ

ନୂଆଦିଲ୍ଲୀ: ଉଦ୍ୟାନ ଉତ୍ସବ-୨କୁ ଆଜି ରାଷ୍ଟ୍ରପତି ଦୌପଦୀ ମୁର୍ମୁ ବିଧିବଦ୍ଧ ଭାବେ ଉଦ୍‌ଘାଟନ କରିଛନ୍ତି। ଉଦ୍ୟାନ ଉତ୍ସବ-୨ ଅନ୍ତର୍ଗତ ଅଗଷ୍ଟ ୧୬ ତାରିଖରୁ ସେପ୍ଟେମ୍ବର ୧୭ ତାରିଖ (ସୋମବାର ବ୍ୟତୀତ) ଗୋଟିଏ ମାସ ପର୍ଯ୍ୟନ୍ତ […]

ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ:  ଆଜି ଦେଶ ପାଳନ କରୁଛି ୭୭ତମ ସ୍ୱାଧୀନତା ଦିବସ । ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହାପରେ  ଦେଶବାସୀଙ୍କୁ ସମ୍ବୋଧିତ କରୁଛନ୍ତି ପ୍ରଧାନମନ୍ତ୍ରୀ […]

ହାୱାଇ ଜଙ୍ଗଲରେ ଭୟଙ୍କର ନିଆଁ, ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି

ନୂଆଦିଲ୍ଲୀ : ହାୱାଇ ଜଙ୍ଗଲରେ ଭୟଙ୍କର ନିଆଁ। ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି । ମାଉଇର ହାୱାଇନ ଆଇଲ୍ୟାଣ୍ଡରେ ଜଙ୍ଗଲ ନିଆଁ ବଢିବାରେ ଲାଗିଛି । ଏପର୍ଯ୍ୟନ୍ତ ନିଆଁ ୩୬ଜଣଙ୍କ ଜୀବନ ନେଲାଣି। ଆଇଲ୍ୟାଣ୍ଡର ମୁଖ୍ୟ […]

ଅନାସ୍ଥା ପ୍ରସ୍ତାବ ଆଲୋଚନା ବେଳେ ଗମାଙ୍ଗୋଙ୍କ କଥା ଉଠାଇଲେ ଶାହ

ନୂଆଦିଲ୍ଲୀ: ଓଡିଶାର ପୁର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗୋଙ୍କ ଗୋଟିଏ ଭୋଟ କେମିତି ୧୯୯୯ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସରକାରଙ୍କୁ ଗାଦିଚ୍ୟୁତ କରିଥିଲା ସେ ସଂପର୍କରେ ଆଜି କେନ୍ଦ୍ର ସ୍ବରାଷ୍ଟ୍ର ବ୍ୟାପାର ମନ୍ତ୍ରୀ […]

ଆଜି ଚନ୍ଦ୍ରର ଆହୁରି ନିକଟତର ହେବ ଚନ୍ଦ୍ରଯାନ-୩

ଆଜି ଚନ୍ଦ୍ରର ଆହୁରି ନିକଟତର ହେବ ଚନ୍ଦ୍ରଯାନ-୩ । ଆଜି ଅପରାହ୍ଣ ଗୋଟାଏରୁ ୨ଟା ମଧ୍ୟରେ ଚନ୍ଦ୍ରଯାନ-୩ର ଦ୍ୱିତୀୟ କକ୍ଷପଥ ହ୍ରାସ ପ୍ରକ୍ରିୟା କରାଯିବ । ଏହା ପରେ ଆହୁରି ଦୁଇ ଥର ଚନ୍ଦ୍ରଯାନର […]